1 Chronicles 1:10 — Compare Translations

5 translations compared side by side

Odia - 1840
"କୂଶ୍ଙ୍କର ବଂଶଧରମାନଙ୍କ ମଧ୍ଯରୁ ନିମ୍ରୋଦ ନାମକ ଜଣେ ବ୍ଯକ୍ତି ବୃଦ୍ଧିପ୍ରାପ୍ତ ହାଇେ ପୃଥିବୀର ସବୁଠାରୁ ଶକ୍ତିଶାଳୀ ଯୋଦ୍ଧା ହବୋକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କୂଶ୍ ନିମ୍ରୋଦକୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
କୂ‌ଶ୍‌ଙ୍କର ବଂଶଧରମାନଙ୍କ ମଧ୍ୟରୁ ନିମ୍ରୋଦ ନାମକ ଜଣେ ବ୍ୟକ୍ତି ବୃଦ୍ଧିପ୍ରାପ୍ତ ହୋଇ ପୃଥିବୀର ସବୁଠାରୁ ଶକ୍ତିଶାଳୀ ଯୋଦ୍ଧା ହେବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।