1 Chronicles 1:12 — Compare Translations

5 translations compared side by side

Odia - 1840
"ପଥ୍ରୋଷୀଯ, କସଲୁହୀଯ ଓ (ପଲେଷ୍ଟୀୟମାନେ ସମାନଙ୍କେ ପାଖରୁ ଆସିଲେ) କପ୍ତୋରୀଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଥ୍ରୋଷୀୟ, କ‌‌ସ୍‌‌ଲୁହୀୟ ଓ (ପଲେଷ୍ଟୀୟମାନେ କ‌‌ସ୍‌‌ଲୁହରୁ ଆସିଲେ) କପ୍ତୋରୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।