1 Chronicles 1:17 — Compare Translations

5 translations compared side by side

Odia - 1840
"ଶମଙ୍କେର ସନ୍ତାନଗଣ ଥିଲେ: ଏଲମ୍, ଅଶୂର, ଅର୍ଫକ୍କ୍ଷଦ, ଲୂଦ୍, ଅରାମ। ଅରାମଙ୍କର ପୁତ୍ରମାନେ ଥିଲେ: ଊସ୍, ହୂଲ, ଗେଥର ଓ ମେଶକ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେମର ସନ୍ତାନଗଣ; ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ ଓ ଊସ୍ ଓ ହୂଲ ଓ ଗେଥର ଓ ମେଶକ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଶେମଙ୍କର ବଂଶଧରଗଣ ଶେମଙ୍କର ସନ୍ତାନଗଣ ଥିଲେ: ଏଲମ୍, ଅଶୂର, ଅର୍ଫ‌କ୍‌ଷଦ, ଲୁଦ୍, ଅରାମ। ଅରାମଙ୍କର ପୁତ୍ରମାନେ ଥିଲେ: ଊସ୍, ହୂଲ, ଗେଥର ଓ ମେଶକ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେମର ସନ୍ତାନଗଣ; ଏଲମ୍‍, ଅଶୂର, ଅର୍ଫକ୍ଷଦ, ଲୁଦ୍‍, ଅରାମ, ଊଷ୍‍, ହୂଲ, ଗେଥର ଓ ମେଶକ୍‍।
Odia IRV 2017 (ଓଡିଆ ବାଇବେଲ)
ଶେମର ସନ୍ତାନଗଣ; ଏଲମ୍‍, ଅଶୂର, ଅର୍ଫକ୍‍ଷଦ, ଲୁଦ୍‍, ଅରାମ, ଊଷ୍‍, ହୂଲ, ଗେଥର ଓ ମେଶକ୍‍।