1 Chronicles 1:19 — Compare Translations

5 translations compared side by side

Odia - 1840
"ଏବରର ଦୁଇ ପୁତ୍ର ଥିଲେ। ଜଣକର ନାମ ଥିଲା ପଲେଗ୍; କାରଣ ତାହାର ଜନ୍ମ ସମୟରେ ପୃଥିବୀର ଲୋକମାନଙ୍କ ମଧିଅରେ ଭାଷାର ପ୍ରଭଦେ ଜନ୍ମିତ ଥିଲା। ୟକ୍ତନ୍ ପଲେଗ୍ଙ୍କର ଭ୍ରାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଏବରର ଦୁଇ ପୁତ୍ର ଥିଲେ। ଜଣକର ନାମ ଥିଲା ପେଲଗ୍; କାରଣ ତାହାର ଜନ୍ମ ସମୟରେ ପୃଥିବୀର ଲୋକମାନଙ୍କ ମଧ୍ୟରେ ଭାଷାର ପ୍ରଭେଦ ଜନ୍ମିତ ଥିଲା। ଯକ୍ତନ୍ ପେଲ‌ଗ୍‌ଙ୍କର ଭ୍ରାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।