1 Chronicles 1:29 — Compare Translations

5 translations compared side by side

Odia - 1840
"ସମାନଙ୍କେର ବଂଶଧରଗଣ ଏହିପରି ଥିଲେ:-"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନଙ୍କର ବଂଶାବଳୀ ଏହି; ଇଶ୍ମାଏଲର ପ୍ରଥମଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର ଓ ଅଦ୍ବେଲ୍ ଓ ମିବ୍ସମ୍, ମିଶ୍ମ ଓ ଦୁମା, ମସା;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ବଂଶଧରଗଣ ଏହିପରି ଥିଲେ: ଇ‌ଶ୍‌ମାୟେଲର ପ୍ରଥମ ପୁତ୍ର ଥିଲେ ନାବାୟୋତ୍। ଇ‌ଶ୍‌ମାୟେଲଙ୍କର ଅନ୍ୟ ପୁତ୍ରମାନେ ଥିଲେ: କେଦାର, ଅ‌ଦ୍‌ବେଲ୍, ମି‌ବ୍‌ସମ୍,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍ମା ଓ ଦୂମା, ମସା;
Odia IRV 2017 (ଓଡିଆ ବାଇବେଲ)
ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମ ଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍‍ମା ଓ ଦୂମା, ମସା;