1 Chronicles 1:32 — Compare Translations
5 translations compared side by side
Odia - 1840
"କଟୁରା ଅବ୍ରହାମଙ୍କର ଜଣେ ଦାସୀ ଥିଲେ। ସେ ସିମ୍ରନ୍, ୟକଷନ୍, ମଦାନ୍, ମିଦିଯନ୍, ୟିଶବକ୍, ଓ ଶୂହକୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମଙ୍କର ଉପପନିୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍ ଓ ଯକ୍ଷନ୍ ଓ ମଦାନ୍ ଓ ମିଦୀୟନ୍ ଓ ଯିଶ୍ବକ୍ ଓ ଶୂହକୁ ଜାତ କଲା । ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ୍ ।
Odia Bible ERV 2004 (ପବିତ୍ର ବାଇବଲ)
କଟୂରା ଅବ୍ରହାମଙ୍କର ଜଣେ ଦାସୀ ଥିଲେ। ସେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦିୟନ୍, ଯିଶ୍ବକ୍, ଓ ଶୂହକୁ ଜନ୍ମ ଦେଲେ। ଯକ୍ଷନଙ୍କର ପୁତ୍ରମାନେ ଥିଲେ: ଶିବା ଓ ଦଦାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହକୁ ଜାତ କଲା। ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହକୁ ଜାତ କଲା। ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ।