1 Chronicles 1:33 — Compare Translations
5 translations compared side by side
Odia - 1840
"ମିଦିଯନର ପୁତ୍ରଗଣ ଥିଲେ: ଐଫା, ଏଫର, ହନୋକ, ଅବୀଦ, ଇଲଦୀଯ। ଏହି ସମସ୍ତ ବ୍ଯକ୍ତିମାନେ କଟୁରାର ବଂଶଧର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନର ପୁତ୍ରଗଣ ଥିଲେ: ଐଫା, ଏଫର, ହନୋକ, ଅବୀଦ, ଇଲଦାୟା। ଏହି ସମସ୍ତ ବ୍ୟକ୍ତିମାନେ କଟୂରାର ବଂଶଧର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।