1 Chronicles 1:35 — Compare Translations

5 translations compared side by side

Odia - 1840
"ଏଷୌର ପୁତ୍ରମାନେ ଥିଲେ: ଇଲୀଫସ୍, ରୁଯଲେ, ୟିଯସ୍, ୟାଲମ୍ ଓ କୋରହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷୌର ସନ୍ତାନ ଇଲୀଫସ୍, ରୁୟେଲ ଓ ଯୀୟସ୍ ଓ ଯାଲମ୍ ଓ କୋରହ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌର ପୁତ୍ରମାନେ ଥିଲେ: ଇଲୀଫସ୍, ରୂୟେଲ, ଯିୟସ୍, ଯାଲମ୍ ଓ କୋରହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷୌର ସନ୍ତାନ ଇଲୀଫସ୍‍, ରୁୟେଲ ଓ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
Odia IRV 2017 (ଓଡିଆ ବାଇବେଲ)
ଏଷୌର ସନ୍ତାନ ଇଲୀଫସ୍‍, ରୁୟେଲ ଓ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।