1 Chronicles 1:36 — Compare Translations
5 translations compared side by side
Odia - 1840
"ଇଲୀଫସଙ୍କର ପୁତ୍ରମାନେ ଥିଲେ: ତୈମନ, ଓମାର, ସଫୀ, ଗଯିତମ ଓ କନସ, ଇଲିଫସ, ତିମ୍ନଙ୍କର ଓ ଅମାଲକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଲୀଫସ୍ର ପୁତ୍ର ତୈମନ ଓ ଓମାର, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନ ଓ ଅମାଲେକ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଫସ୍ର ପୁତ୍ରମାନେ ଥିଲେ: ତୈମନ, ଓମାର, ସଫୀ, ଗୟିତମ ଓ କନସ୍। ଇଲୀଫସ୍ ଓ ତିମ୍ନଙ୍କର ଏକ ପୁତ୍ର ଥିଲା, ତା’ର ନାମ ଅମାଲେକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନା ଓ ଅମାଲେକ।
Odia IRV 2017 (ଓଡିଆ ବାଇବେଲ)
ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନା ଓ ଅମାଲେକ।