1 Chronicles 1:43 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ରାଜାଗଣଙ୍କର ବହୁ ପୂର୍ବରୁ ଇଦୋମର ରାଜାମାନେ ଥିଲେ। ଇଦୋମର ରାଜାଗଣଙ୍କର ନାମ ଏହିପରି ଥିଲା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ଵ କରିଥିଲେ; ବୀୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଦୋମର ରାଜାଗଣ ଇସ୍ରାଏଲର ରାଜାଗଣଙ୍କର ବହୁ ପୂର୍ବରୁ ଇଦୋମର ରାଜାମାନେ ଥିଲେ। ଇଦୋମର ରାଜାଗଣଙ୍କର ନାମ ଏହିପରି ଥିଲା: ବିୟୋରଙ୍କର ପୁତ୍ର ବେଲା ପ୍ରଥମ ରାଜା ଥିଲେ। ବେଲାଙ୍କର ନଗରର ନାମ ଥିଲା, ଦି‌ନ୍‌ହାବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।