1 Chronicles 1:49 — Compare Translations
5 translations compared side by side
Odia - 1840
"ଶୌଲ୍ଙ୍କର ମୃତ୍ଯୁ ପରେ କ୍ବୋର ପୁତ୍ର ବାଲ୍ହାନନ୍ ନୂତନ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶୌଲ୍ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୌଲଙ୍କର ମୃତ୍ୟୁ ପରେ ଅକ୍ବୋରଙ୍କ ପୁତ୍ର ବାଲ୍ହାନନ୍ ନୂତନ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶୌଲ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶୌଲ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ।