1 Chronicles 1:50 — Compare Translations

5 translations compared side by side

Odia - 1840
"ବାଲ୍ହାନନ୍ଙ୍କର ମୃତ୍ଯୁ ପରେ ହଦଦ୍ ନୂତନ ରାଜା ହେଲେ। ହଦଦ୍ଙ୍କର ନଗରର ନାମ ଥିଲା ପାଯୀ। ହଦଦ୍ଙ୍କ ସ୍ତ୍ରୀଙ୍କର ନାମ ଥିଲା ମ ହଟେବଲେ। ମ ହଟେବଲେ ମଟ୍ ରଦେରଙ୍କ କନ୍ଯା ଥିଲେ। ମଟ୍ ରଦେର ମଷୋହବଙ୍କର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବାଲ୍ହାନନ୍ ମରନ୍ତେ, ହଦଦ୍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାୟୀ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ୍, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବା‌ଲ୍‌ହାନ‌ନଙ୍କର ମୃତ୍ୟୁ ପରେ ହଦଦ୍ ନୂତନ ରାଜା ହେଲେ। ହଦ‌ଦଙ୍କର ନଗରର ନାମ ଥିଲା ପାୟୀ। ହଦ‌ଦଙ୍କ ସ୍ତ୍ରୀଙ୍କର ନାମ ଥିଲା ମହେଟବେଲ୍। ମହେଟବେଲ୍ ମଟ୍ରେଦରଙ୍କ କନ୍ୟା ଥିଲେ। ମଟ୍ରେଦର ମେଷାହବଙ୍କର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।