1 Chronicles 1:9 — Compare Translations

5 translations compared side by side

Odia - 1840
"ପୁଣି କୂଶଙ୍କର ପୁତ୍ରମାନେ ଥିଲେ: ସବା, ହବୀଲା, ସପ୍ତା, ରଯମା ଓ ସପ୍ତକା। ରଯମାର ସନ୍ତାନମାନେ ଶିବା ଓ ଦଦାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କୂଶ୍ର ସନ୍ତାନ ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା । ରୟମାର ସନ୍ତାନ ଶିବା ଓ ଦଦାନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କୂଶଙ୍କର ପୁତ୍ରମାନେ ଥିଲେ: ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା। ରୟମାର ସନ୍ତାନମାନେ ଶିବା ଓ ଦଦାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।