1 Chronicles 10:1 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟ ଲୋକମାନେ ଇଶ୍ରାୟେଲ ଲୋକମାନଙ୍କର ବିରୁଦ୍ଧ ରେ ୟୁଦ୍ଧ କଲେ। ଇଶ୍ରାୟେଲ ଲୋକମାନେ ପଲେଷ୍ଟୀୟମାନଙ୍କ ନିକଟରୁ ପଳାଯନ କଲେ। ଅନକେ ଇଶ୍ରାୟେଲୀୟ ଲୋକ ଗିଲ୍ବୋଯ ପର୍ବତ ଉପରେ ନିହତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶାଉଲଙ୍କ ମୃତ୍ୟୁ ପଲେଷ୍ଟୀୟ ଲୋକମାନେ ଇସ୍ରାଏଲ ଲୋକମାନଙ୍କର ବିରୁଦ୍ଧରେ ଯୁଦ୍ଧ କଲେ। ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ନିକଟରୁ ପଳାୟନ କଲେ। ଅନେକ ଇସ୍ରାଏଲୀୟ ଲୋକ ଗି‌ଲ୍‌ବୋୟ ପର୍ବତ ଉପରେ ନିହତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।