1 Chronicles 10:11 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ଶାଉଲଙ୍କ ପ୍ରତି ଯେଉଁ ଯେଉଁ କର୍ମ କଲେ, ସହେିସବୁ ୟାବେଶ-ଗିଲିଯଦ ରେ ବାସ କରୁଥିବା ଲୋକମାନେ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଶାଉଲଙ୍କ ପ୍ରତି ଯେଉଁ ଯେଉଁ କର୍ମ କଲେ, ସେହିସବୁ ଯାବେଶ୍-ଗିଲିୟଦରେ ବାସ କରୁଥିବା ଲୋକମାନେ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯାବେଶ୍‍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,