1 Chronicles 10:12 — Compare Translations

5 translations compared side by side

Odia - 1840
"ୟାବେଶ-ଗିଲିଯଦର ସମସ୍ତ ସାହସୀ ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ମୃତ ଶରୀର ଆଣିବା ନିମନ୍ତେ ଗଲେ ଓ ନଇେ ଆସିଲେ। ୟାବେଶସ୍ଥିତ ଏକ ବିରାଟ ବୃକ୍ଷ ତଳେ ସମାନଙ୍କେ ଅସ୍ଥିକୁ କବର ଦେଲେ। ଏହାପରେ ସମାନେେ ସାତଦିନ ପର୍ୟ୍ଯନ୍ତ ଉପବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାବେଶ୍-ଗିଲିୟଦର ସମସ୍ତ ସାହସୀ ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ମୃତ ଶରୀର ଆଣିବା ନିମନ୍ତେ ଗଲେ ଓ ନେଇ ଆସିଲେ। ଯାବେଶସ୍ଥିତ ଏକ ବିରାଟ ବୃକ୍ଷ ତଳେ ସେମାନଙ୍କ ଅସ୍ଥିକୁ କବର ଦେଲେ। ଏହା ପରେ ସେମାନେ ସାତ ଦିନ ପର୍ଯ୍ୟନ୍ତ ଉପବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍‍କୁ ନେଇ ଆସିଲେ ଓ ଯାବେଶ୍‍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।