1 Chronicles 10:13 — Compare Translations

5 translations compared side by side

Odia - 1840
"ଶାଉଲ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ନ ଥିବାରୁ ମୃତ୍ଯୁବରଣ କଲେ। ଶାଉଲ ସଦାପ୍ରଭୁଙ୍କ ବାକ୍ଯର ବାଧ୍ଯ ହେଲେ ନାହିଁ। ଶାଉଲ ଜଣେ ଗୁଣିଆ ସ୍ତ୍ରୀ ପାଖକୁ ମଧ୍ଯ ୟାଇଥିଲେ ଓ ସଦାପ୍ରଭୁଙ୍କ ପରାମର୍ଶ ନ ଲୋଡ଼ି ତାହାର ପରାମର୍ଶ ଲୋଡ଼ିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ନ ଥିବାରୁ ମୃତ୍ୟୁବରଣ କଲେ। ଶାଉଲ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ ନାହିଁ। ଶାଉଲ ଜଣେ ଗୁଣିଆ ସ୍ତ୍ରୀ ପାଖକୁ ମଧ୍ୟ ଯାଇଥିଲେ ଓ ସଦାପ୍ରଭୁଙ୍କ ପରାମର୍ଶ ନ ଲୋଡ଼ି ତାହାର ପରାମର୍ଶ ଲୋଡ଼ିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।