1 Chronicles 10:14 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଶାଉଲଙ୍କୁ ବଧ କଲେ ଓ ୟିଶୀର ପୁତ୍ର ଦାଉଦଙ୍କୁ ରାଜ୍ଯଭାର ଅର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଶାଉଲଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟଭାର ଅର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।