1 Chronicles 10:2 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟ ଲୋକମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପେଛ ପେଛ ଗୋଡ଼ାଇଲେ। ସମାନେେ ସମାନଙ୍କେୁ ଧରି ହତ୍ଯା କଲେ। ପଲେଷ୍ଟୀୟମାନେ ଶାଉଲଙ୍କ ପୁତ୍ର ଯୋନାଥନ, ଅବୀନାଦବ ଓ ମାଲ୍କୀଶୂଯଙ୍କୁ ଧରି ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଗୋଡ଼ାଇଲେ। ସେମାନେ ସେମାନଙ୍କୁ ଧରି ହତ୍ୟା କଲେ। ପଲେଷ୍ଟୀୟମାନେ ଶାଉଲଙ୍କ ପୁତ୍ର ଯୋନାଥନ, ଅବୀନାଦବ ଓ ମଲ୍କୀଶୂୟଙ୍କୁ ଧରି ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ।