1 Chronicles 10:3 — Compare Translations
5 translations compared side by side
Odia - 1840
"ଶାଉଲଙ୍କ ଚତୁର୍ଦ୍ଦିଗ ରେ ୟୁଦ୍ଧ କ୍ରମେ ପ୍ରବଳତର ହବୋକୁ ଲାଗିଲା। ଏବଂ ଧନୁର୍ଦ୍ଧରମାନେ ଶାଉଲଙ୍କୁ ତାଙ୍କ ଶର ଦ୍ବାରା ବିନ୍ଧି ପକାଇଲେ ଏବଂ ସେ ସମାନଙ୍କେ ଶର ଦ୍ବାରା କ୍ଷତାକ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କ ଚତୁର୍ଦ୍ଦିଗରେ ଯୁଦ୍ଧ କ୍ରମେ ପ୍ରବଳତର ହେବାକୁ ଲାଗିଲା। ଏବଂ ଧନୁର୍ଦ୍ଧରମାନେ ଶାଉଲଙ୍କୁ ତାଙ୍କ ଶର ଦ୍ୱାରା ବିନ୍ଧି ପକାଇଲେ ଏବଂ ସେ ସେମାନଙ୍କ ଶର ଦ୍ୱାରା କ୍ଷତାକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।