1 Chronicles 10:4 — Compare Translations
5 translations compared side by side
Odia - 1840
"ଏହାପରେ ଶାଉଲ ନିଜର ଅସ୍ତ୍ରବାହକକୁ କହିଲେ, ତୁମ୍ଭର ଖଡ୍ଗ ବାହାର କର ଓ ମାେତେ ସେଥି ରେ ବଧ କର। ତବେେ ସହେି ଅସୁନ୍ନତ ବିଦେଶୀମାନେ ଆସି ମାରେ ଉପହାସ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶାଉଲ ନିଜର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଡ଼୍ଗ ବାହାର କର ଓ ମୋତେ ସେଥିରେ ବଧ କର। ତେବେ ସେହି ଅସୁନ୍ନତ ବିଦେଶୀମାନେ ଆସି ମୋର ଉପହାସ କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କ ଅସ୍ତ୍ରବାହକ ଭୟ କଲା। ସେ ଶାଉଲଙ୍କୁ ବଧ କଲା ନାହିଁ। ତେଣୁ ଶାଉଲ ନିଜ ଖଡ଼୍ଗ ଉପରେ ପଡ଼ିଯାଇ ନିଜକୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।