1 Chronicles 10:5 — Compare Translations

5 translations compared side by side

Odia - 1840
"ଅସ୍ତ୍ରବାହକ ଦେଖିଲା ଯେ, ଶାଉଲ ମୃତ୍ଯୁ ଭୋଗ କରିଅଛନ୍ତି। ଏଣୁ ସେ ମଧ୍ଯ ନିଜକୁ ବଧ କଲା। ସେ ନିଜ ଖଡ୍ଗ ମୁନ ଉପରେ ପଡି ମୃତ୍ଯୁଭୋଗ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅସ୍ତ୍ରବାହକ ଦେଖିଲା ଯେ, ଶାଉଲ ମୃତ୍ୟୁ ଭୋଗ କରିଅଛନ୍ତି। ଏଣୁ ସେ ମଧ୍ୟ ନିଜକୁ ବଧ କଲା। ସେ ନିଜ ‌‌ଖ‌ଡ଼୍‌ଗ ମୁନ ଉପରେ ପଡ଼ି ମୃତ୍ୟୁଭୋଗ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।