1 Chronicles 10:6 — Compare Translations

5 translations compared side by side

Odia - 1840
"ସହେିପରି ଭାବରେ ଶାଉଲ ଓ ତାଙ୍କର ତିନି ପୁତ୍ର ମୃତ୍ଯୁବରଣ କଲେ। ଶାଉଲଙ୍କ ପରିବାରର ସମସ୍ତେ ଏକତ୍ର ମରଣ ଲଭିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ଭାବରେ ଶାଉଲ ଓ ତାଙ୍କର ତିନି ପୁତ୍ର ମୃତ୍ୟୁବରଣ କଲେ। ଶାଉଲଙ୍କ ପରିବାରର ସମସ୍ତେ ଏକତ୍ର ମରଣ ଲଭିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।