1 Chronicles 10:7 — Compare Translations

5 translations compared side by side

Odia - 1840
"ଉପତ୍ୟକା ରେ ବାସ କରୁଥିବା ସମସ୍ତ ଇଶ୍ରାୟେଲୀୟ ଯେତବେେଳେ ଅନାଇ ଦେଖିଲେ ଯେ, ସମାନଙ୍କେର ସୈନ୍ଯଦଳ ପଳାଯନ କରିଅଛନ୍ତି ଏବଂ ଶାଉଲ ଓ ତାଙ୍କର ପୁତ୍ରମାନେ ମୃତ୍ଯୁବରଣ କରି ଅଛନ୍ତି, ତେଣୁ ସମାନେେ ନିଜର ସହର ଛାଡ଼ି ପଳାଯନ କଲେ। ଏବଂ ପଲେଷ୍ଟୀୟ ଲୋକମାନେ ସହେି ସହରଗୁଡ଼ିକରେ ବସବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉପତ୍ୟକାରେ ବାସ କରୁଥିବା ସମସ୍ତ ଇସ୍ରାଏଲୀୟ ଯେତେବେଳେ ଅନାଇ ଦେଖିଲେ ଯେ, ସେମାନଙ୍କର ସୈନ୍ୟଦଳ ପଳାୟନ କରିଅଛନ୍ତି ଏବଂ ଶାଉଲ ଓ ତାଙ୍କର ପୁତ୍ରମାନେ ମୃତ୍ୟୁବରଣ କରିଅଛନ୍ତି, ତେଣୁ ସେମାନେ ନିଜର ସହର ଛାଡ଼ି ପଳାୟନ କଲେ। ଏବଂ ପଲେଷ୍ଟୀୟ ଲୋକମାନେ ସେହି ସହରଗୁଡ଼ିକରେ ବସବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।