1 Chronicles 10:8 — Compare Translations
5 translations compared side by side
Odia - 1840
"ପରବର୍ତ୍ତୀ ଦିନ, ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ଯ ଦ୍ରବ୍ଯଗୁଡ଼ିକ ନବୋ ନିମନ୍ତେ ପଲେଷ୍ଟୀୟ ଲୋକମାନେ ଆସିଲେ। ସମାନେେ ଗିଲବୋଯ ପର୍ବତ ଉପରେ ଶାଉଲଙ୍କ ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀରକୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରବର୍ତ୍ତୀ ଦିନ, ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ୟ ଦ୍ରବ୍ୟଗୁଡ଼ିକ ନେବା ନିମନ୍ତେ ପଲେଷ୍ଟୀୟ ଲୋକମାନେ ଆସିଲେ। ସେମାନେ ଗିଲ୍ବୋୟ ପର୍ବତ ଉପରେ ଶାଉଲଙ୍କ ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀରକୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।