1 Chronicles 10:9 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ୟୁଦ୍ଧ ସାଜ ନଇଗେଲେ ଏବଂ ସମାନେେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କରି, ସମାନଙ୍କେ ଭଣ୍ଡ ଦବେତା ଓ ଲୋକମାନଙ୍କ ପାଖ ରେ ଏହି ଖବର ପହଞ୍ଚାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ଯୁଦ୍ଧ ସାଜ ନେଇଗଲେ ଏବଂ ସେମାନେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ରେରଣ କରି, ସେମାନଙ୍କ ଭଣ୍ଡ ଦେବତା ଓ ଲୋକମାନଙ୍କ ପାଖରେ ଏହି ଖବର ପହଞ୍ଚାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।