1 Chronicles 11:1 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ଲୋକ ହିବ୍ରୋଣ ସହର ରେ ଦାଉଦଙ୍କ ନିକଟକୁ ଆସିଲେ। ସମାନେେ ଦାଉଦଙ୍କୁ କହିଲେ, ଆମ୍ଭମାନେେ ତୁମ୍ଭର ନିଜ ମାଂସ ଓ ରକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇସ୍ରାଏଲର ରାଜା ହେଲେ ଇସ୍ରାଏଲର ସମସ୍ତ ଲୋକ ହିବ୍ରୋଣ ସହରରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ ଦାଉଦଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ମାଂସ ଓ ରକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।