1 Chronicles 11:10 — Compare Translations
5 translations compared side by side
Odia - 1840
"ଦାଉଦଙ୍କ ବିଶଷେ ସୈନ୍ଯଗଣଙ୍କର ନେତାମାନଙ୍କର ଏହା ଏକ ତାଲିକା ଅଟେ। ଦାଉଦଙ୍କ ସହିତ ତାଙ୍କ ରାଜ୍ଯ ରେ ଏହି ତିନି ବୀର ଅତ୍ଯନ୍ତ ପରାକ୍ରମୀ ହାଇେ ଉଠିଲେ। ସମାନେେ ଓ ଇଶ୍ରାୟେଲର ସମସ୍ତ ଳୋକ ଦାଉଦଙ୍କୁ ସମର୍ଥନ କଲେ ଓ ତାହାଙ୍କୁ ରାଜା କଲେ, ପରମେଶ୍ବର ଯେ ପ୍ରକାର ପ୍ରତିଜ୍ଞା କରିଥିଲେ, ଠିକ୍ ସେ ପ୍ରକା ରେ ଏ ସମସ୍ତ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ବୀର ଦାଉଦଙ୍କ ବିଶେଷ ସୈନ୍ୟଗଣଙ୍କର ନେତାମାନଙ୍କର ଏହା ଏକ ତାଲିକା ଅଟେ। ଦାଉଦଙ୍କ ସହିତ ତାଙ୍କ ରାଜ୍ୟରେ ଏହି ତିନି ବୀର ଅତ୍ୟନ୍ତ ପରାକ୍ରମୀ ହୋଇ ଉଠିଲେ। ସେମାନେ ଓ ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କୁ ସମର୍ଥନ କଲେ ଓ ତାହାଙ୍କୁ ରାଜା କଲେ, ପରମେଶ୍ୱର ଯେପ୍ରକାର ପ୍ରତିଜ୍ଞା କରିଥିଲେ, ଠିକ୍ ସେ ପ୍ରକାରେ ଏ ସମସ୍ତ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।