1 Chronicles 11:12 — Compare Translations
5 translations compared side by side
Odia - 1840
"ତା'ପରେ ଥହୋହୀଯ ଦୋଦୟର ପୁତ୍ର ଇଲିଯାସର। ଇଲିଯାସର ଏହି ତିନି ବୀରଙ୍କ ମଧିଅରେ ଜଣେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅହୋହୀୟ ଦୋଦୟର ପୁତ୍ର ଇଲିୟାସର। ଇଲିୟାସର ଏହି ତିନି ବୀରଙ୍କ ମଧ୍ୟରେ ଜଣେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
Recommended Reading