1 Chronicles 11:13 — Compare Translations
5 translations compared side by side
Odia - 1840
"ଇଲିଯାସର ଦାଉଦଙ୍କ ସହିତ ପଶଦମ୍ମୀମ ରେ ଥିଲେ। ପଲେଷ୍ଟୀୟମାନେ ୟୁଦ୍ଧ କରିବା ନିମନ୍ତେ ସହେି ସ୍ଥାନକୁ ଆସିଥିଲେ। ସହେି ସ୍ଥାନ ରେ ୟବ ରେ ପରିପୂର୍ଣ୍ଣ କ୍ଷତଟେିଏ ଥିଲା। ଇଶ୍ରାୟେଲର ଲୋକମାନେ ପଲେଷ୍ଟୀୟମାନଙ୍କୁ ଡ଼ରି ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ତେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଇଲିୟାସର ଦାଉଦଙ୍କ ସହିତ ପଶଦମ୍ମୀମରେ ଥିଲେ। ପଲେଷ୍ଟୀୟମାନେ ଯୁଦ୍ଧ କରିବା ନିମନ୍ତେ ସେହି ସ୍ଥାନକୁ ଆସିଥିଲେ। ସେହି ସ୍ଥାନରେ ଯବରେ ପରିପୂର୍ଣ୍ଣ କ୍ଷେତଟିଏ ଥିଲା। ଇସ୍ରାଏଲର ଲୋକମାନେ ପଲେଷ୍ଟୀୟମାନଙ୍କୁ ଡରି ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;