1 Chronicles 11:14 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ତିନି ବୀର ସହେି କ୍ଷତେ ମଧିଅରେ ଠିଆ ହାଇେ ରହିଲେ ଓ ସମାନଙ୍କେର ପ୍ରତିରୋଧ କଲେ। ସମାନେେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଏକ ମହାବିଜଯ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ସେହି ଭୂମିଖଣ୍ତ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁ ମହାଜୟ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ତିନି ବୀର ସେହି କ୍ଷେତ ମଧ୍ୟରେ ଠିଆ ହୋଇ ରହିଲେ ଓ ସେମାନଙ୍କର ପ୍ରତିରୋଧ କଲେ। ସେମାନେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ଏକ ମହାବିଜୟ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।