1 Chronicles 11:15 — Compare Translations
5 translations compared side by side
Odia - 1840
"ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫା ରେ ଥିଲା ବେଳେ, ଯେତବେେଳେ ପଲେଷ୍ଟୀୟ ସୈନ୍ଯମାନେ ରଫାଯୀମ ଉପତ୍ୟକା ରେ ଛାଉଣୀ ପକାଇ ଥିଲେ, ତିରିଶ ଜଣ ବୀରଙ୍କ ମଧ୍ଯରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପଟଇେେ ପଟଇେେ ଦାଉଦଙ୍କ ନିକଟରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଗଲେ । ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫାରେ ଥିବା ବେଳେ, ଯେତେବେଳେ ପଲେଷ୍ଟୀୟ ସୈନ୍ୟମାନେ ରଫାୟୀମ ଉପତ୍ୟକାରେ ଛାଉଣି ପକାଇ ଥିଲେ, ତିରିଶ୍ ଜଣ ବୀରଙ୍କ ମଧ୍ୟରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପେଟେଇ ପେଟେଇ ଦାଉଦଙ୍କ ନିକଟରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।