1 Chronicles 11:16 — Compare Translations

5 translations compared side by side

Odia - 1840
"ଆଉଥରେ, ଦାଉଦ ଦୁର୍ଗ ମଧିଅରେ ଥିଲେ ଓ ପଲେଷ୍ଟୀୟ ସୈନ୍ଯମାନଙ୍କର ଏକ ଦଳ ବୈଥଲହମେ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉଥରେ, ଦାଉଦ ଦୁର୍ଗ ମଧ୍ୟରେ ଥିଲେ ଓ ପଲେଷ୍ଟୀୟ ସୈନ୍ୟମାନଙ୍କର ଏକ ଦଳ ବୈ‌ଥ୍‌ଲେହମରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।