1 Chronicles 11:17 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, ବୈଥଲହମର ଫାଟକ ନିକଟରେ ଥିବା କୂଅରୁ କହେି ମାେତେ ପାଣି ପିଇବାକୁ ଦିଅନ୍ତା କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପଜଳ ପାନ କରିବାକୁ ମୋତେ ଦିଅନ୍ତା କି!
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ବୈଥଲହମର ଫାଟକ ନିକଟରେ ଥିବା କୂଅରୁ କେହି ମୋତେ ପାଣି ପିଇବାକୁ ଦିଅନ୍ତା କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”