1 Chronicles 11:18 — Compare Translations
5 translations compared side by side
Odia - 1840
"କିନ୍ତୁ ଏହି ତିନିଜଣ ପଲେଷ୍ଟୀୟ ସୈନ୍ଯମାନଙ୍କ ସହିତ ୟୁଦ୍ଧ କରି କରି ସମାନଙ୍କେ ମଧ୍ଯ ଦଇେ ଗଲେ। ଏହି ତିନି ବ୍ଯକ୍ତି ବୈଥଲହମେ ନଗରର ଦ୍ବାର ନିକଟରେ ଥିବା କୂପରୁ କିଛି ଜଳ ନେଲେ। ଏହାପରେ ଏହି ତିନି ବୀର ସହେି ଜଳକୁ ନଇେ ଦାଉଦଙ୍କ ନିକଟକୁ ଆସିଲେ। କିନ୍ତୁ ଦାଉଦ ସହେି ଜଳପାନ କରିବାକୁ ମନା କଲେ। ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ସ୍ବରୂପେ ସହେି ଜଳକୁ ଭୂମିରେ ଢ଼ାଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ତିନି ଜଣ ପଲେଷ୍ଟୀୟ ସୈନ୍ୟମାନଙ୍କ ସହିତ ଯୁଦ୍ଧ କରି କରି ସେମାନଙ୍କ ମଧ୍ୟଦେଇ ଗଲେ। ଏହି ତିନି ବ୍ୟକ୍ତି ବୈଥ୍ଲେହମ ନଗରର ଦ୍ୱାର ନିକଟରେ ଥିବା କୂପରୁ କିଛି ଜଳ ନେଲେ। ଏହା ପରେ ଏହି ତିନି ବୀର ସେହି ଜଳକୁ ନେଇ ଦାଉଦଙ୍କ ନିକଟକୁ ଆସିଲେ। କିନ୍ତୁ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ସ୍ୱରୂପେ ସେହି ଜଳକୁ ଭୂମିରେ ଢାଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,