1 Chronicles 11:19 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, ହେ ପରମେଶ୍ବର, ମୁଁ ଏହି ଜଳକୁ ପାନ କରି ନ ପା ରେ। କାରଣ ଯେଉଁ ଲୋକମାନେ ନିଜ ଜୀବନକୁ ବିପନ୍ନ କରି ଏହି ଜଳ ମାେ' ନିମନ୍ତେ ଆଣି ଅଛନ୍ତି, ମୁଁ ତାହା ପାନ କରିବା ଦ୍ବାରା ସମାନଙ୍କେ ରକ୍ତ ପାନ କରିବା ସଦୃଶ ହବେ। ସେଥି ନିମନ୍ତେ ଦାଉଦ ସହେି ଜଳପାନ କରିବାକୁ ମନା କଲେ। ଏହିପରି ଏହି ତିନି ବୀର ଅନକେ ଦୁଃସାହସିକ କାର୍ୟ୍ଯମାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି । ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ହେ ପରମେଶ୍ୱର, ମୁଁ ଏହି ଜଳକୁ ପାନ କରି ନ ପାରେ। କାରଣ ଯେଉଁ ଲୋକମାନେ ନିଜ ଜୀବନକୁ ବିପନ୍ନ କରି ଏହି ଜଳ ମୋ’ ନିମନ୍ତେ ଆଣି ଅଛନ୍ତି, ମୁଁ ତାହା ପାନ କରିବା ଦ୍ୱାରା ସେମାନଙ୍କ ରକ୍ତ ପାନ କରିବା ସଦୃଶ ହେବ।” ସେଥି ନିମନ୍ତେ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ଏହିପରି ଏହି ତିନି ବୀର ଅନେକ ଦୁଃସାହସିକ କାର୍ଯ୍ୟମାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
“ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।