1 Chronicles 11:2 — Compare Translations
5 translations compared side by side
Odia - 1840
"ଯେତବେେଳେ ଶାଉଲ ରାଜା ଥିଲେ, ତୁମ୍ଭେ ଆମ୍ଭମାନଙ୍କର ନତେୃତ୍ବ ନଇେ ଇଶ୍ରାୟେଲକୁ ଆଣିଲ। ସଦାପ୍ରଭୁ ତୁମ୍ଭକୁ କହିଲେ, 'ଦାଉଦ, ତୁମ୍ଭେ ଆମ୍ଭର ଲୋକମାନଙ୍କର ମୁଖ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଶାଉଲ ରାଜା ଥିଲେ, ତୁମ୍ଭେ ଆମ୍ଭମାନଙ୍କର ନେତୃତ୍ୱ ନେଇ ଇସ୍ରାଏଲକୁ ଆଣିଲ। ସଦାପ୍ରଭୁ ତୁମ୍ଭକୁ କହିଲେ, ‘ଦାଉଦ, ତୁମ୍ଭେ ଆମ୍ଭର ଲୋକମାନଙ୍କର ମୁଖ୍ୟ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ।