1 Chronicles 11:20 — Compare Translations

5 translations compared side by side

Odia - 1840
"ଯୋୟାବଙ୍କ ଭ୍ରାତା ଅବୀଶଯ, ଏହି ତିନି ବୀରଙ୍କର ନେତା ଥିଲେ। ସେ ନିଜର ବର୍ଚ୍ଛା ଦ୍ବାରା 300 ଲୋକଙ୍କ ସହିତ ୟୁଦ୍ଧ କରିଥିଲେ ଓ ସମାନଙ୍କେୁ ବଧ କରିଥିଲେ। ଅବୀଶଯ ମଧ୍ଯ ଏହି ତିନି ବୀରଙ୍କ ତୁଲ୍ଯ ସୁପ୍ରସିଦ୍ଧ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟାନ୍ୟ ସାହସୀ ସୈନ୍ୟଗଣ ଯୋୟାବଙ୍କ ଭ୍ରାତା ଅବୀଶୟ, ଏହି ତିନି ବୀରଙ୍କର ନେତା ଥିଲେ। ସେ ନିଜର ବର୍ଚ୍ଛା ଦ୍ୱାରା 300 ଲୋକଙ୍କ ସହିତ ଯୁଦ୍ଧ କରିଥିଲେ ଓ ସେମାନଙ୍କୁ ବଧ କରିଥିଲେ। ଅବୀଶୟ ମଧ୍ୟ ଏହି ତିନି ବୀରଙ୍କ ତୁଲ୍ୟ ସୁପ୍ରସିଦ୍ଧ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।