1 Chronicles 11:21 — Compare Translations
5 translations compared side by side
Odia - 1840
"ଅବୀଶଯ ତିରିଶ ଜଣ ବୀରଙ୍କଠାରୁ ଦ୍ବିଗୁଣ ପ୍ରସିଦ୍ଧ ଥିଲେ। ସେ ତିନି ବୀରଙ୍କ ମଧ୍ଯରୁ ଅନ୍ୟତମ ନ ହାଇେଥିଲେ ସୁଦ୍ଧା ସମାନଙ୍କେର ନେତା ହାଇପୋରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଶୟ ତିରିଶ୍ ଜଣ ବୀରଙ୍କଠାରୁ ଦ୍ୱିଗୁଣ ପ୍ରସିଦ୍ଧ ଥିଲେ। ସେ ତିନି ବୀରଙ୍କ ମଧ୍ୟରୁ ଅନ୍ୟତମ ନ ହୋଇଥିଲେ ସୁଦ୍ଧା ସେମାନଙ୍କର ନେତା ହୋଇପାରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।