1 Chronicles 11:22 — Compare Translations
5 translations compared side by side
Odia - 1840
"ଯିହାୟୋଦାରଦରଙ୍କ ପୁତ୍ର ବନାଯ ଜଣେ ପରାକ୍ରମୀ ବ୍ଯକ୍ତିଙ୍କର ପୁତ୍ର ଥିଲେ। ସେ କବ ସେଲୀଯ ଲୋକ ଥିଲେ। ବନାଯ ସାହସୀ କାର୍ୟ୍ଯମାନ କଲେ। ବନାଯ ମାୟୋବ ଦେଶର ସର୍ବୋତ୍ତମ ଲୋକମାନଙ୍କ ମଧ୍ଯରୁ ଦୁଇଜଣକୁ ବଧ କଲେ। ଦିନେ, ତୁଷାରପାତ ହେଉଥିବା ସମୟରେ ବନାଯ ଭୂମି ମଧ୍ଯସ୍ଥ ଏକ ଗାତ ମଧିଅରେ ପଶି ଗୋଟିଏ ସିଂହକୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦାରଙ୍କ ପୁତ୍ର ବନାୟ ଜଣେ ପରାକ୍ରମୀ ବ୍ୟକ୍ତିଙ୍କର ପୁତ୍ର ଥିଲେ। ସେ କବସେଲୀୟ ଲୋକ ଥିଲେ। ବନାୟ ସାହସୀ କାର୍ଯ୍ୟମାନ କଲେ। ବନାୟ ମୋୟାବ ଦେଶର ସର୍ବୋତ୍ତମ ଲୋକମାନଙ୍କ ମଧ୍ୟରୁ ଦୁଇ ଜଣକୁ ବଧ କଲେ। ଦିନେ, ତୁଷାରପାତ ହେଉଥିବା ସମୟରେ ବନାୟ ଭୂମି ମଧ୍ୟସ୍ଥ ଏକ ଗାତ ମଧ୍ୟରେ ପଶି ଗୋଟିଏ ସିଂହକୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।