1 Chronicles 11:23 — Compare Translations
5 translations compared side by side
Odia - 1840
"ବନାଯ ଜଣେ ଅତିକାଯ ମିସ୍ରୀଯ ସୈନ୍ଯକୁ ବଧ କଲେ। ସହେି ବ୍ଯକ୍ତି ପାଞ୍ଚ ହାତ ଦୀର୍ଘ ଉଚ୍ଚ ଥିଲା। ସହେି ମିସ୍ରୀଯ ନିକଟରେ ଏକ ବଡ଼ ଓ ଓଜନିଆ ବର୍ଚ୍ଛା ଥିଲା। ତାହା ଏକ ବୁଣାକାରର ତନ୍ତର ଦଣ୍ଡପରି ବିରାଟ ଥିଲା। ବନାଯ ନିକଟରେ କବଳେ ଠେଙ୍ଗାଟିଏ ଥିଲା। ବନାଯ ସହେି ମିସ୍ରୀଯ ବ୍ଯକ୍ତିର ହସ୍ତରୁ ବର୍ଚ୍ଛା ଧରି ଛଡ଼ଇେ ନେଲେ। ଏହାପରେ ବନାଯ ସହେି ମିସ୍ରୀଯକୁ ତାହାର ନିଜ ବର୍ଚ୍ଛା ଦ୍ବାରା ବିଦ୍ଧ କରି ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବନାୟ ଜଣେ ଅତିକାୟ ମିସ୍ରୀୟ ସୈନ୍ୟକୁ ବଧ କଲେ। ସେହି ବ୍ୟକ୍ତି ପାଞ୍ଚ ହାତ ଦୀର୍ଘ ଉଚ୍ଚ ଥିଲା। ସେହି ମିସ୍ରୀୟ ନିକଟରେ ଏକ ବଡ଼ ଓ ଓଜନିଆ ବର୍ଚ୍ଛା ଥିଲା। ତାହା ଏକ ବୁଣାକାରର ତନ୍ତର ଦଣ୍ଡପରି ବିରାଟ ଥିଲା। ବନାୟ ନିକଟରେ କେବଳ ଠେଙ୍ଗାଟିଏ ଥିଲା। ବନାୟ ସେହି ମିସ୍ରୀୟ ବ୍ୟକ୍ତିର ହସ୍ତରୁ ବର୍ଚ୍ଛା ଧରି ଛଡ଼େଇ ନେଲେ। ଏହା ପରେ ବନାୟ ସେହି ମିସ୍ରୀୟକୁ ତାହାର ନିଜ ବର୍ଚ୍ଛା ଦ୍ୱାରା ବିଦ୍ଧ କରି ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।