1 Chronicles 11:25 — Compare Translations

5 translations compared side by side

Odia - 1840
"ବନାଯ ତିରିଶ ଜଣ ବୀରଙ୍କଠାରୁ ମଧ୍ଯ ବିଖ୍ଯାତ ଥିଲେ, କିନ୍ତୁ ସେ ତିନି ବୀରଙ୍କ ମଧ୍ଯରୁ ଜଣେ ନ ଥିଲେ। ଦାଉଦ ବନାଯଙ୍କୁ ତାଙ୍କର ଅଙ୍ଗରକ୍ଷୀମାନଙ୍କ ନେତା ଭାବରେ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବନାୟ ତିରିଶ୍ ଜଣ ବୀରଙ୍କଠାରୁ ମଧ୍ୟ ବିଖ୍ୟାତ ଥିଲେ, କିନ୍ତୁ ସେ ତିନି ବୀରଙ୍କ ମଧ୍ୟରୁ ଜଣେ ନ ଥିଲେ। ଦାଉଦ ବନାୟଙ୍କୁ ତାଙ୍କର ଅଙ୍ଗରକ୍ଷୀମାନଙ୍କ ନେତା ଭାବରେ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।