1 Chronicles 11:3 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ନେତାମାନେ ହିବ୍ରୋଣ ରେ ରାଜା ଦାଉଦଙ୍କ ପାଖକୁ ଆସିଲେ। ଦାଉଦ ହିବ୍ରୋଣ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ସମାନଙ୍କେ ସହିତ ଏକ ଚୁକ୍ତି କଲେ। ତା'ପରେ ନେତାମାନେ ଦାଉଦଙ୍କୁ ଇଶ୍ରାୟେଲର ରାଜା ରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ଶାମୁଯଲଙ୍କେ ଭବିଷ୍ଯତବାଣୀ ଅନୁସାରେ ଏହା ଅବଶ୍ଯ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ନେତାମାନେ ହିବ୍ରୋଣରେ ରାଜା ଦାଉଦଙ୍କ ପାଖକୁ ଆସିଲେ। ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସହିତ ଏକ ଚୁକ୍ତି କଲେ। ତା’ପରେ ନେତାମାନେ ଦାଉଦଙ୍କୁ ଇସ୍ରାଏଲର ରାଜା ରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ଶାମୁୟେଲଙ୍କ ଭବିଷ୍ୟଦ୍ବାଣୀ ଅନୁସାରେ ଏହା ଅବଶ୍ୟ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)