1 Chronicles 11:31 — Compare Translations
5 translations compared side by side
Odia - 1840
"ବିନ୍ଯାମୀନସ୍ଥ ରୀବିଯାର ଗୀବଯଙ୍କ ପୁତ୍ର ଇତ୍ତଯ, ପିରିଯାଥୋନୀଯ ବନାଯ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମୀନ-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନସ୍ଥ ଗିବିୟାର ରୀବିୟଙ୍କ ପୁତ୍ର ଇତ୍ତୟ, ପିରିୟାଥୋନୀୟ ବନାୟ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;