1 Chronicles 11:4 — Compare Translations

5 translations compared side by side

Odia - 1840
"ଦାଉଦ ଓ ଇଶ୍ରାୟେଲର ସମସ୍ତ ଲୋକ ୟିରୁଶାଲମକୁ ଗଲେ। ସହେି ସମୟରେ ୟିରୁଶାଲମକୁ ୟିବୂଷ ବୋଲି କୁହାଯାଉଥିଲା। ସହେି ନଗର ରେ ବାସ କରୁଥିବା ଲୋକମାନଙ୍କୁ ୟିବୂଷୀଯ ନାମ ରେ ନାମିତ କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯିରୁଶାଲମ ଅଧିକାର କଲେ ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକ ଯିରୁଶାଲମକୁ ଗଲେ। ସେହି ସମୟରେ ଯିରୁଶାଲମକୁ ଯିବୂଷ ବୋଲି କୁହାଯାଉଥିଲା। ସେହି ନଗରରେ ବାସ କରୁଥିବା ଲୋକମାନଙ୍କୁ ଯିବୂଷୀୟ ନାମରେ ନାମିତ କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।