1 Chronicles 11:5 — Compare Translations

5 translations compared side by side

Odia - 1840
"ୟିବୂଷ ରେ ବାସ କରୁଥିବା ଲୋକମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନଗର ମଧିଅରେ ପ୍ରବେଶ କରିପାରିବ ନାହିଁ। କିନ୍ତୁ ଦାଉଦ ସମାନଙ୍କେୁ ପରାସ୍ତ କରି ଦେଲେ। ଦାଉଦ ସିୟୋନ ଦୁର୍ଗକୁ ଅଧିକାର କରି ନେଲେ। ଯାହା ଦାଉଦଙ୍କ ନଗର ନାମ ରେ ଜଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ । ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିବୂଷରେ ବାସ କରୁଥିବା ଲୋକମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନଗର ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।” କିନ୍ତୁ ଦାଉଦ ସେମାନଙ୍କୁ ପରାସ୍ତ କରିଦେଲେ। ଦାଉଦ ସିୟୋନ ଦୁର୍ଗକୁ ଅଧିକାର କରି ନେଲେ। ଯାହା ଦାଉଦଙ୍କ ନଗର ନାମରେ ଜଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା।