1 Chronicles 11:6 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, ଯେଉଁ ବ୍ଯକ୍ତି ୟିବୂଷୀଯ ଲୋକମାନଙ୍କ ଉପରେ ଆକ୍ରମଣର ନତେୃତ୍ବ ନବେ, ସେ ମାରେ ସମଗ୍ର ସନୋବାହିନୀର ସନୋପତି ହବେ। ତେଣୁ ଯୋୟାବ୍ ଏହି ଆକ୍ରମଣର ନତେୃତ୍ବ ନେଲେ। ଯୋୟାବ୍ ସରୁଯାଙ୍କ ପୁତ୍ର ଥିଲେ। ଯୋୟାବ ସୈନ୍ଯଦଳର ସନୋପତି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ । ତହିଁରେ ସରୁୟାର ପୁତ୍ର ଯୋୟାବ୍ ପ୍ରଥମେ ଗଲା ଓ ପ୍ରଧାନ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ଯେଉଁ ବ୍ୟକ୍ତି ଯିବୂଷୀୟ ଲୋକମାନଙ୍କ ଉପରେ ଆକ୍ରମଣର ନେତୃତ୍ୱ ନେବ, ସେ ମୋର ସମଗ୍ର ସେନାବାହିନୀର ସେନାପତି ହେବ।” ତେଣୁ ଯୋୟାବ୍ ଏହି ଆକ୍ରମଣର ନେତୃତ୍ୱ ନେଲେ। ଯୋୟାବ୍ ସରୁୟାଙ୍କ ପୁତ୍ର ଥିଲେ। ଯୋୟାବ୍ ସୈନ୍ୟଦଳର ସେନାପତି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।