1 Chronicles 11:7 — Compare Translations

5 translations compared side by side

Odia - 1840
"ଏହାପରେ ଦାଉଦ ଦୁର୍ଗ ମଧିଅରେ ଆପଣାର ଗୃହ ନିର୍ମାଣ କଲେ। ତେଣୁ ତାହାକୁ ଦାଉଦଙ୍କ ନଗର ବୋଲି ନାମିତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ ଦୁର୍ଗ ମଧ୍ୟରେ ଆପଣାର ଗୃହ ନିର୍ମାଣ କଲେ। ତେଣୁ ତାହାକୁ ଦାଉଦଙ୍କ ନଗର ବୋଲି ନାମିତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।