1 Chronicles 11:8 — Compare Translations

5 translations compared side by side

Odia - 1840
"ଦାଉଦ ଦୁର୍ଗ ଚତୁର୍ଦ୍ଦିଗ ରେ ନଗର ନିର୍ମାଣ କଲେ। ସେ ମିଲ୍ଲୋଠାରୁ ନଗର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ପର୍ୟ୍ଯନ୍ତ ତାହା ନିର୍ମାଣ କଲେ। ଯୋୟାବ ନଗରର ଅନ୍ୟ ଅଂଶଗୁଡ଼ିକର ମରାମତି କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଦୁର୍ଗର ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ। ସେ ମିଲ୍ଲୋଠାରୁ ନଗରର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ପର୍ଯ୍ୟନ୍ତ ତାହା ନିର୍ମାଣ କଲେ। ଯୋୟାବ୍ ନଗରର ଅନ୍ୟ ଅଂଶଗୁଡ଼ିକର ମରାମତି କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।