1 Chronicles 11:9 — Compare Translations
5 translations compared side by side
Odia - 1840
"ଦାଉଦ ବୃଦ୍ଧି ପାଇବାକୁ ଲାଗିଲେ। ଏବଂ ସୈନ୍ଯାଧିପତି ସଦାପ୍ରଭୁ ତାଙ୍କ ସହିତ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କର ସହାୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବୃଦ୍ଧି ପାଇବାକୁ ଲାଗିଲେ। ଏବଂ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କ ସହିତରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।